Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଆସନ୍ତା ୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ରେଜଲ୍ଟ

19/06/2019 at 2:03 PM

ଭୁବନେଶ୍ବର ୧୯|୬: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ । ସୂଚନା ଭବନର ଗୀତଗୋବିନ୍ଦ ଭବନରେ ଦିନ ୩ଟା ବେଳେ ରେଜଲ୍ଟ ଉନ୍ମୋଚନ କରାଯିବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ଓ୍ବେବସାଇଟ୍ orissaresults.nic.in ଏବଂ chseodisha.nic.in ରେ ରେଜଲ୍ଟ ଉପଲବ୍ଧ ହେବ ।

   Related Posts