Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଆଜିଠୁ ଯୁକ୍ତ ଦୁଇ ଇ-ମୂଲ୍ୟାୟନ, ଦୁଇଟି ପର୍ଯ୍ୟାୟରେ ହେବ ଖାତାଦେଖା

1/06/2020 at 7:21 AM

ଭୁବନେଶ୍ୱର ୦୧।୦୫: ଆଜି ଠାରୁ ଯୁକ୍ତ ଦୁଇ ଇ ମୂଲ୍ୟାୟନ ଆରମ୍ଭ । ରାଜ୍ୟର ୩୬ଟି ଅନଲାଇନ ମୁଲ୍ୟାୟନ କେନ୍ଦ୍ରରେ ହେବ ଯୁକ୍ତ ୨ ଖାତା ଦେଖା ଆରମ୍ଭ ହେଇଛି । ୨ଟି ପର୍ଯ୍ୟାୟରେ ଏବଂ ୨ଟି ସିଫ୍ଟରେ  ଇ ମୁଲ୍ୟାୟନ ବ୍ୟବସ୍ଥା ହେଉଛି ।

ପ୍ରଥମ ସିଫ୍ଟ ସକାଳ ୭ଟାରୁ ଦିନ ୧୨ଟା୩୦ ଓ ଦ୍ବିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ସନ୍ଧ୍ୟା ୬ଟା ୩୦ ଯାଏଁ ଚାଲିବ । ସେହିପରି ଜୁନ ୮ ତାରିଖରୁ ଅଫଲାଇନରେ ଖାତା ମୁଲ୍ୟାୟନ ହେବ ।୨୩ଟି କେନ୍ଦ୍ରରେ ପରୀକ୍ଷା ଖାତା ମୁଲ୍ୟାୟନ ହେବ । ଏଥିସହ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯିବ । ୪୫ ଦିନ ମଧ୍ୟରେ  ରେଜଲ୍ଟ ପ୍ରକାଶ କରିବାକୁ ଲକ୍ଷ୍ୟ  ରହିଛି ବୋଲି ସ୍କୁଲ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

   Related Posts