ନଭେମ୍ବର ୫ରୁ +୨ ଅପ୍‌ସନାଲ ପରୀକ୍ଷା ଆରମ୍ଭ

Published By : Prameya-News7 Bureau | October 19, 2020 IST

ଭୁବନେଶ୍ୱର୧୯/୧୦: ନଭେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ +୨ ଅପ୍‌ସନାଲ ପରୀକ୍ଷା ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କରୋନା ପାଇଁ ମାର୍ଚ୍ଚ ୨୩ରୁ ୨୮ ଯାଏଁ ହୋଇପାରିନଥିବା ପରୀକ୍ଷା କରାଯିବ। ପରୀକ୍ଷା ପାଇଁ ଦିନ ଧାର୍ଯ୍ୟ କଲା ସିଏଚ୍‌ଏସ୍‌ଇ।

wp:list
  • ୫ରେ ଅର୍ଥନୀତି, ଜୀବବିଜ୍ଞାନ
  • ୬ରେ ପରିସଂଖ୍ୟାନ, ନୃତତ୍ତ୍ୱ, ସମାଜ ବିଜ୍ଞାନ
  • ୭ରେ ତର୍କ ଶାସ୍ତ୍ର, ଭୂଗୋଳ
/wp:list

କୋଭିଡ୍‌ ଗାଇଡ଼ଲାଇନ ମାନି ପରୀକ୍ଷା ଦେବାକୁ ସିଏଚ୍‌ଏସ୍‌ଇ ପକ୍ଷରୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.