Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଆଜିଠୁ ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା

28/01/2019 at 8:30 AM

ଭୁବନେଶ୍ବର ୨୮|୧:  ଆଜିଠାରୁ ଆରମ୍ଭ ହେବାକୁ ଯାଉଛି  ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ।  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଏହି ପରୀକ୍ଷା ଫେବୃଆରୀ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଚଳିତ ବର୍ଷ ଯୁକ୍ତ ଦୁଇ  କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମର ବାର୍ଷିକ ପରୀକ୍ଷା ୧୦୯୧ କେନ୍ଦ୍ରରେ ଅନୁଷ୍ଠିତ ହେବ । ଏଥିରେ ୩ ଲକ୍ଷ ୬୭ ହଜାର ୫୦୦ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୬୧ ହଜାର ୫୦୦ ଛାତ୍ରଛାତ୍ରୀ  ପ୍ରାକ୍ଟିକାଲ ପରୀକ୍ଷା ଦେବେ । ପ୍ରାକ୍ଟିକାଲ ପରୀକ୍ଷା ପାଇଁ ସବୁ କେନଦ୍ରରେ ସିସି ଟିଭି ଲଗାଯାଇଛି ।  ମାର୍ଚ୍ଚ ୭ ରୁ ଆରମ୍ଭ ହେବ ଥିଓରୀ ପରୀକ୍ଷା ।

   Related Posts