Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||
  • ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ
  • ||
  • ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ
  • ||
  • ସିନେମା ହଲ୍, ରେଷ୍ଟୁରାଣ୍ଟ ଖୋଲିବ
  • ||
  • ସମସ୍ତ ଆହାର କେନ୍ଦ୍ର ଖୋଲାରହିବ
  • ||
  • ପାର୍କ, ମଲ୍, ସମୁଦ୍ର କୂଳ ଖୋଲିବ
  • ||

ପ୍ରକାଶ ପାଇଲା ଯୁକ୍ତ -୨ ବିଜ୍ଞାନ ରେଜଲ୍ଟ ; ସିଏଚଏସସି କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ କଲେ ଗଣଶିକ୍ଷା ମନ୍ତ୍ରୀ

19/05/2018 at 6:36 AM

ପ୍ରକାଶ ପାଇଲା ଯୁକ୍ତ -୨ ବିଜ୍ଞାନ ରେଜଲ୍ଟ ; ସିଏଚଏସସି କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ କଲେ ଗଣଶିକ୍ଷା ମନ୍ତ୍ରୀ
ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର …. www.chscodisha.nic.in ରେ ରେଜଲ୍ଟ ଉପଲବ୍ଧ …. ୯୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ବିଜ୍ଞାନ ପରୀକ୍ଷା ଦେଇଥିଲେ …. ପାସ ହୋଇଛନ୍ତି ୭୩ହଜାର ୨୧୧ ଜଣ …. ୯୦% ମାର୍କ ରଖିଛନ୍ତି ମାତ୍ର ୪୧ ଜଣ ପିଲା …. ପ୍ରଥମ ଶ୍ରେଣୀରେ ପାସ କରିଛନ୍ତି ୨୦.୫୭ % …. ବାଲେଶ୍ୱର ଓ ନୟାଗଡ଼ରେ ସର୍ବାଧିକ ପାସ ହାର ରହିଛି ….

Leave a Reply

   Related Posts