Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଆଜିଠୁ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା

22/09/2020 at 8:49 AM

ଭୁବନେଶ୍ବର ୨୨।୯: ଆଜିଠୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ପରୀକ୍ଷା ପରିଚାଳନା କରିବେ । କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍ ଲାଇନ୍ ଯୋଗେ ପରୀକ୍ଷା କରୁଛନ୍ତି ।

ସେହିପରି ଉଭୟ ଅନ୍ ଲାଇନ୍ ଓ ଅଫ୍ ଲାଇନ୍ ଯୋଗେ ପରୀକ୍ଷା କରିବାକୁ ମଧ୍ୟ କିଛି ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନେଇଛନ୍ତି । କରୋନା କଟକଣା ଭିତରେ ପରୀକ୍ଷା କରାଯିବ ଅକ୍ଟୋବର ୧୦ ସୁଦ୍ଧା ଏ ସବୁ ପରୀକ୍ଷା ଶେଷ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ଘୋଷଣା କରିଛି । ପୂର୍ବରୁ ରାଜ୍ୟ ସରକାର କରୋନା ପାଇଁ ଶେଷ ସେମିଷ୍ଟର ପରୀକ୍ଷା ନ କରିବାକୁ ନିଷ୍ପତ୍ତି ନେଇଥିଲେ ।

   Related Posts