Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଳାତକ ବିଜୟ ମାଲ୍ୟାକୁ ଦେବାଳିଆ ଘୋଷଣା କଲେ ଲଣ୍ଡନ ହାଇକୋର୍ଟ
  • ||
  • ଅକ୍ଟୋବର ୩ରେ JEE ଆଡଭାନ୍ସଡ୍‌ ପରୀକ୍ଷା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଘୋଷଣା
  • ||
  • ଭୁବନେଶ୍ବରରୁ ଦିନକରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୧ ସୁସ୍ଥ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୦୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୮୯ ଡିସଚାର୍ଜ
  • ||
  • ପେଗାସସ ତାଲିକାରେ ଇଡି ଅଫିସର, ବିଏସଏଫର ପୂର୍ବତନ ଡିଜି ଓ କେଜ୍ରିଓ୍ଵାଲଙ୍କ ସହଯୋଗୀଙ୍କ ନାମ
  • ||
  • ଧର୍ମେନ୍ଦ୍ରଙ୍କୁ କର୍ଣ୍ଣାଟକ ପର୍ଯ୍ୟବେକ୍ଷକ ଦାୟିତ୍ଵ, ଦୂର କରିବେ ଅସ୍ଥିରତା !
  • ||
  • ପୁରୀ : ପୁରୀ ବଳିଆପଣ୍ଡାରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍’ ଆରମ୍ଭ
  • ||
  • ସାଲେପୁର : ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଶାରିରୀକ ସମ୍ପର୍କ, ବିବାହ ପାଇଁ କହିବାରୁ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କଲେ ଯୁବକ !
  • ||
  • ସାଲେପୁର : ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦମ୍ପତ୍ତି ଗୁରୁତର
  • ||
  • ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଦେଇ ଜଳ ନିଷ୍କାସିତ, ଜଳସ୍ତର ୬୦୯.୯୩ ଫୁଟ
  • ||

ଅଗଷ୍ଟ ତୃତୀୟ ସପ୍ତାହରେ +୨ ବାଣିଜ୍ୟ ଓ ବିଜ୍ଞାନ ଫଳ , ଶେଷ ସପ୍ତାହରେ କଳା ରେଜଲ୍ଟ

27/07/2020 at 12:46 PM

ଭୁବନେଶ୍ୱର ୨୭।୦୭: ଜୁଲାଇ ୨୯ରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ଘୋଷଣା କରାଯାଇଛି । ଏହାପରେ +୨ ରେଜଲ୍ଟ ବାହାରିବା ନେଇ ଆଶା ଓ ଆଶଙ୍କା ଦେଖାଦେଉଥିଲା । ତେବେ +୨ ରେଜଲ୍ଟ ନେଇ ମଧ୍ୟ ଘୋଷଣା କରାଯାଇଛି । ଆସନ୍ତା ମାସରେ +୨ ରେଜଲ୍ଟ ବାହାରିବା ନେଇ ଘୋଷଣ ହୋଇଛି । ଏନେଇ ମନ୍ତ୍ରୀ ଘୋଷଣା କରିଛନ୍ତି ।

ଆସନ୍ତା ମାସ ବା ଅଗଷ୍ଟ ମାସ ୩ୟ ସପ୍ତାହରେ +୨ ରେଜଲ୍ଟ ବାହାରିବା ନେଇ ଘୋଷଣା କରାଯାଇଛି । ଅଗଷ୍ଟ ୩ୟ ସପ୍ତାହରେ +୨ ପରୀକ୍ଷାଫଳ ପ୍ରକାଶ ପାଇବ । ଅଗଷ୍ଟର ୩ୟ ସପ୍ତାହରେ ପ୍ରଥମେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇବ । ଏହାପରେ  ଅଗଷ୍ଟ ମାସର  ଶେଷ ସପ୍ତାହରେ +୨ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି ।

ଆଜି  ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ପ୍ରେସ୍‌ମିଟରେ ମାଟ୍ରିକ ପରୀକ୍ଷା ରେଜଲ୍ଟ ନେଇ ଘୋଷଣା କରାଯାଇଛି । ଆସନ୍ତା ୨୯ରେ ମାଟ୍ରିକ ରେଜଲ୍ଟ ନେଇ ଘୋଷଣା କରାଯାଇଛି । ଏହାପରେ +୨ ପରୀକ୍ଷା ଫଳ ପ୍ରକାଶ ନେଇ ଘୋଷଣା କରାଯାଇଛି । ଅଗଷ୍ଟ ଶେଷ ସପ୍ତାହ ସୁଦ୍ଧା +୨ରେଜଲ୍ଟ ପ୍ରକାଶ ପାଇବ । ପ୍ରଥମେ ବାଣିଜ୍ୟ ଓ ବିଜ୍ଞାନ ଫଳ ପ୍ରକାଶ ପାଇବ, ଏହାପରେ କଳା ପରୀକ୍ଷାଫଳ ବାହାରିବା । ତେବେ କେଉଁ ତାରିଖରେ ବାହାରିବ ତାହା ଘୋଷଣା କରାଯାଇନାହିଁ ।  

   Related Posts