Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ନୂଆବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

1/01/2021 at 9:05 AM

ନୂଆଦିଲ୍ଲୀ, ୦୧/୦୧:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ନୂଆବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ, ଖୁସି ଓ ସମୃଦ୍ଧି କାମନା କରିଛନ୍ତି ।

ମୋଦୀ ଟ୍ୱିଟ୍ କରି କହିଛନ୍ତି ଯେ, ସମସ୍ତଙ୍କୁ ୨୦୨୧ର ଅଭିନନ୍ଦନ । ନୂଆବର୍ଷ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ସଫଳତା ଆଣିଦେଉ । ଏହି ବର୍ଷ ବିଶ୍ୱରେ ଆଶା ଓ କଲ୍ୟାଣର ବର୍ଷ ହେଉ ।

ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ନୂତନ ବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ରାଷ୍ଟ୍ରପତି ଟ୍ୱିଟ୍ କରି କହିଛନ୍ତି ଯେ, କରୋନା ଚ୍ୟାଲେଞ୍ଜକୁ ସାମ୍ନା କରିବାକୁ ସମସ୍ତେ ଏଖଜୁଟ ହୋଇ ଆଗକୁ ବଢିବାକୁ ହେବ । ନୂଆବର୍ଷରେ ନୂଆ ଆରମ୍ଭର ସୁଯୋଗ ମିଳିବ । ଏହା ବ୍ୟକ୍ତିଗତ ଓ ସାମୁହିକ ବିକାଶର ସଂକଳ୍ପ ପାଇଁ ବଳ ଯୋଗାଇବ ।

   Related Posts