Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ଅନୌପଚାରିକ ଆଲୋଚନା

12/10/2019 at 11:16 AM

ମହାବଳୀପୁରମ୍ ୧୨।୧୦: ମହାବଳୀପୁରମର ଐତିହାସିକ ପୃଷ୍ଠଭୂମିରେ ଏସିଆର ଦୁଇ ମହାଶକ୍ତି ଭାରତ ଏବଂ ଚୀନ ସଂପର୍କର ନୂଆ ଇତିହାସ  । ଆଜି ସକାଳେ ମୋଦି ଏବଂ ଜିନପିଙ୍ଗଙ୍କ ଭିତରେ ଅନୌପଚାରିକ ଆଲୋଚନା ଚାଲିଛି । ଏହା ୪୦ମିନିଟ୍ ଧରି ଚାଲିବାର କାର୍ଯ୍ୟକ୍ରମ ରହିଛି ।

ଏହାପରେ ପ୍ରତିନିଧିସ୍ତରୀୟ ବୈଠକ ହେବ । ଏଥିରେ ଆତଙ୍କବାଦ, ସୀମା ବିବାଦ ଏବଂ ବ୍ୟାପାର ସଂପର୍କ ନେଇ ଆଲୋଚନା ହେବ । ଗତକାଲି ମୋଦି-ଜିନପିଙ୍ଗ ରାତ୍ରଭୋଜନ ସମୟରେ ଅଢେଇ ଘଣ୍ଟା ଧରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।

ଆତଙ୍କବାଦଠାରୁ ଆରମ୍ଭ କରି ବ୍ୟାବସାୟିକ ସଂପର୍କ ନେଇ ଦୁଇ ରାଷ୍ଟ୍ରମୁଖ୍ୟଙ୍କ ଭିତରେ ଅନ୍ତରଙ୍ଗ ଆଲୋଚନା ହୋଇଥିଲା । ଉଭୟ ଦେଶ ମିଳିତ ଭାବରେ ଆତଙ୍କବାଦୀ ସମସ୍ୟା ସହ ଲଢିବାକୁ ସହମତ ହୋଇଛନ୍ତି ।

   Related Posts