Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ମାମଲାପୁରମ୍ ବେଳାଭୂମି ସଫା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

12/10/2019 at 4:40 PM

ମାମଲାପୁରମ୍ ୧୨|୧୦: ସ୍ବଚ୍ଛ ଭାରତ ପାଇଁ ପ୍ରୟାସ କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶ ପାଇଁ ପୁଣି ଥରର ଏକ ଉଦାହରଣ ସୃଷ୍ଟି କରଛିନ୍ତି । ପରିବେଶକୁ ସଫା ରଖିବା ନେଇ ପ୍ରତ୍ୟେକ ବ୍ୟକ୍ତିବିଶେଷ ସେମାନଙ୍କର ଶ୍ରଷ୍ଠ ପ୍ରୟାସ କରିବା ଆବଶ୍ୟକ ।

ମାମଲାପୁରମର ସମୁଦ୍ର ବେଳାଭୂମିର ପ୍ରାତଃ ଭ୍ରମଣ କରିବା ସମୟରେ ପ୍ରଧାନମନ୍ତ୍ରୀ ଆଜ ୩୦ ମିନିଟରୁ ଉର୍ଦ୍ଧ୍ଵ ସମୟ ଧରି ଅଳିଆ ଓ ପ୍ଲାଷ୍ଟିକ ସଫା କରିଥିଲେ ।

ପରେ ସେ ଟ୍ବିଟ୍ କରି କହିଥିଲେ ‘‘ଆଜ ସକାଳେ ମାମଲାପୁରମର ସମୁଦ୍ର ବେଳାଭୂମିକୁ ସଫା କରିଥିଲି । ଏହା ପ୍ରାୟ ୩୦ ମିନିଟ୍ ଲାଗିଥିଲା । ଏହି ଅଳିଆକୁ ଜେୟାରାଜ ନାମକ ଜଣେ ହୋଟେଲ କର୍ମଚାରୀଙ୍କୁ ପ୍ରଦାନ କରିଛି । ଆସନ୍ତୁ ଆମ ସାର୍ବଜନୀନ ସ୍ଥାନକୁ ସଫା-ସୁତୁରା ରଖିବା। ନିଶ୍ଚିତ କରିବା ଯେ, ଆମେ ଯେପରି ଫିଟ୍ ଓ ସୁସ୍ଥ ରହିବା ।’’

   Related Posts