Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବେଙ୍ଗଲ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ଇଂଲଣ୍ଡକୁ ଏକ ଇନିଂସ୍‌ ଓ ୨୫ ରନ୍‌ରେ ହରାଇଲା ଟିମ୍‌ ଇଣ୍ଡିଆ
  • ||
  • ଅହମଦାବାଦ ଟେଷ୍ଟ ଜିତିଲା ଭାରତ
  • ||
  • ଭାରତ ୩-୧ରେ ସିରିଜ୍‌ ବିଜୟୀ
  • ||
  • ଚାନ୍ଦବାଲି : ବିଜେଡିର ମିଶ୍ରଣ ପର୍ବ, ଦଳକୁ ପ୍ରତ୍ୟାବର୍ତ୍ତନ କଲେ ହେବିଓ୍ବେଟ୍ ନେତା ପ୍ରତାପ ଧଳ
  • ||
  • ମାଥିଲି : କୂଅରୁ ଉଦ୍ଧାର ହେଲା ମା’ ଓ ଶିଶୁ କନ୍ୟାର ମୃତଦେହ, ଶୁକ୍ରବାର ରାତିରୁ ଥିଲେ ନିଖୋଜ
  • ||
  • ଭୁବନେଶ୍ବର : ରାଜଧାନୀର ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ, ଜଣେ ମୃତ, ୨ ଆକ୍ରମଣକାରୀଙ୍କୁ ଧରିଛି ପୋଲିସ
  • ||
  • ବଲାଙ୍ଗିର : ପିଟି ପିଟି ମାରିଦେଲେ, ପ୍ରମାଣ ନଷ୍ଟ ପାଇଁ ଫିଙ୍ଗିଦେଲେ ନାଳରେ, ୨୪ ଘଣ୍ଟାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୋର : କେନାଲରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ୩ଦିନ ପରେ ଗୁଜୁରାଟରୁ ଫେରିଲା ମୃତଦେହ
  • ||
  • ଆଠମଲ୍ଲିକ : ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଆହତ
  • ||

ଏସିଆନ ଗେମ୍ସରେ ପଦକ ବିଜେତାଙ୍କୁ ଭେଟି ସମ୍ବର୍ଦ୍ଧନା ଜଣାଇଲେ ମୋଦି

5/09/2018 at 3:38 PM

ଜାକର୍ତ୍ତା ୫/୯ : ଜାକର୍ତ୍ତା ଏସିଆନ ଗେମ୍ସରେ ପଦକ ବିଜେତାଙ୍କୁ ଭେଟି ସମ୍ବର୍ଦ୍ଧିତ କରିଛନ୍ତି ପ୍ରଧାମନ୍ତ୍ରୀ ମୋଦି | ଦିଲ୍ଲୀରେ ଭାରତ ସରକାରଙ୍କ କ୍ରୀଡା ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜଣ ଜଣ କରି ଏସିଆନ ଗେମ୍ସ ବିଜେତାଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି ମୋଦି | ବିଜେତାଙ୍କ ଠାରୁ ସଫଳତା ସମ୍ପର୍କରେ ଶୁଣିଥିଲେ | ଏଥର ଭାରତ ଏସିଆନ ଗେମ୍ସରେ ୧୫ ଟି ସ୍ଵର୍ଣ ପଦକ, ୨୪ ଟି ରୋପ୍ୟ ପଦକ ଓ ୩୦ ଟି ବ୍ରୋଞ୍ଜ ପଦକ ସହ ସର୍ବ ମୋଟ ୬୯ଟି ପଦଜ ଜିତି ଇତିହାସରେ ତାର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛି | ପ୍ରଧାନମନ୍ତ୍ରୀଙ୍କୁ ଭେଟି ପଦକ ବିଜେତା ମଧ୍ୟ ଖୁସି ଜାହିର କରିଛନ୍ତି |

   Related Posts