Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି : ବିଜେଡିର ମିଶ୍ରଣ ପର୍ବ, ଦଳକୁ ପ୍ରତ୍ୟାବର୍ତ୍ତନ କଲେ ହେବିଓ୍ବେଟ୍ ନେତା ପ୍ରତାପ ଧଳ
  • ||
  • ମାଥିଲି : କୂଅରୁ ଉଦ୍ଧାର ହେଲା ମା’ ଓ ଶିଶୁ କନ୍ୟାର ମୃତଦେହ, ଶୁକ୍ରବାର ରାତିରୁ ଥିଲେ ନିଖୋଜ
  • ||
  • ଭୁବନେଶ୍ବର : ରାଜଧାନୀର ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ, ଜଣେ ମୃତ, ୨ ଆକ୍ରମଣକାରୀଙ୍କୁ ଧରିଛି ପୋଲିସ
  • ||
  • ବଲାଙ୍ଗିର : ପିଟି ପିଟି ମାରିଦେଲେ, ପ୍ରମାଣ ନଷ୍ଟ ପାଇଁ ଫିଙ୍ଗିଦେଲେ ନାଳରେ, ୨୪ ଘଣ୍ଟାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୋର : କେନାଲରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ୩ଦିନ ପରେ ଗୁଜୁରାଟରୁ ଫେରିଲା ମୃତଦେହ
  • ||
  • ଆଠମଲ୍ଲିକ : ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଆହତ
  • ||
  • ଭୁବନେଶ୍ବର : ପ୍ରଭୁ ଶ୍ରୀଲିଙ୍ଗରାଜ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ, ମନ୍ଦିର ପରିସରରେ ପାଳନ ହେବ କୋଭିଡ୍ କଟକଣା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୪ କୋଭିଡ୍ ପଜିଟିଭ୍, ୩୩୭୬୭୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବୌଦ୍ଧ : ବାପାଙ୍କ ଅନ୍ତିମ ସଂସ୍କାର ସାରି ଫେରୁଥିବା ବେଳେ ଅଧାବାଟରେ ଚାଲିଗଲା ପୁଅର ଜୀବନ
  • ||
  • ସୋର : ପୋଡିହୋଇ ମହିଳାଙ୍କ ମୁତ୍ୟୁ, ଘରଠାରୁ ୧୦୦ମି. ଦୂର କୁକୁଡା ଫାର୍ମ ପଛପଟୁ ଉଦ୍ଧାର ହେଲା ମୃତଦେହ
  • ||

ଆସନ୍ତା ଜୁଲାଇରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

18/06/2018 at 6:53 AM

ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି | ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଧ୍ୟ ଓଡିଶା ଆସିବେ ବୋଲି ସୂଚନା ମିଳିଛି | ଜୁଲାଇ ୫ରେ ଝାରସୁଗୁଡା ବିମାନ ବନ୍ଦରର ଉଦଘାଟନ କରିବେ ମୋଦି |

   Related Posts