Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଆସନ୍ତା ୨୨ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି ; ଝାରସୁଗୁଡାରୁ ଉଡାନ ଯୋଜନାର ଶୁଭାରମ୍ଭ କରିବେ ମୋଦି

16/09/2018 at 12:25 PM

ଭୁବନେଶ୍ୱର ୧୬/୯ : ଆସନ୍ତା ୨୨ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି | ଝାରସୁଗୁଡାରୁ ଉଡାନ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ |ଏହା ସହ ଓଡିଶାର ଦ୍ବିତୀୟ ବିମାନବନ୍ଦର କରିବେ ଲୋକାର୍ପଣ କରିବେ ମୋଦି | ଏହାସହ ବସୁନ୍ଧରା କୋଇଲା ଖଣିର ରେଳ ଲାଇନକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ | ତାଳଚେର ସାର କାରଖାନାର ପୁନରୁଦ୍ଧାରର ଶିଳାନ୍ୟାସ କରିବେ \
MCL ଦ୍ବାରା ସୁନ୍ଦରଗଡରେ ରେଳପଥ କାର୍ଯ୍ୟର ଶୁଭାରମ୍ଭ କରିବେ |

   Related Posts