ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି ; ବିମାନ ବନ୍ଦରରେ ଭବ୍ୟ ସମ୍ବର୍ଦ୍ଧନା

Published By : Prameya-News7 Bureau | September 22, 2018 IST

ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ମୋଦିଙ୍କ ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯିବା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି | ଭାରତୀୟ ବାୟୁ ସେନାର ଏକା ସ୍ୱତନ୍ତ୍ର ବିମାନରେ ମୋଦି ଆସି ପହଂଚିଛନ୍ତି | ମୋଦିଙ୍କ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ପୋଲିସ ଡିଜି ଆର.ପି.ଶର୍ମା, ଜୁଏଲ ଓରାମଙ୍କ ସହିତ ବିଜେପିର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ନେତା ଉପସ୍ଥିତ ଅଛନ୍ତି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.