Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ଶିରିଡିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

19/10/2018 at 11:40 AM

ମହାରାଷ୍ଟ୍ର ୧୯/୧୦ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିରିଡି ଗସ୍ତ | ପ୍ରଧାନମନ୍ତ୍ରୀ ମୋଦି ଶିରିଡିରେ ପହଂଚି ସାରିଛନ୍ତି | ଶିରିଡି ସାଇ ବାବାଙ୍କ ସମାଧି ଶତ ବାର୍ଷିକୀ ଉଦଯାପନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଯୋଗ ଦେଇଛନ୍ତି | ମୋଦିଙ୍କ ଗସ୍ତକୁ ନେଇ ଶିରିଡିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି |

   Related Posts