Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

୨୦୧୯ରେ ମୋଦିଙ୍କ ପ୍ରଥମ ‘ମନ୍ କି ବାତ୍’ : ଦେଶବାସୀଙ୍କୁ ନିଜ ମନର କଥା କହିବେ ପ୍ରଧାନମନ୍ତ୍ରୀ ମୋଦି

27/01/2019 at 10:14 AM

ନୂଆଦିଲ୍ଲୀ ୨୭|୧: ବର୍ଷର ପ୍ରଥମ ମନ କି ବାତ୍ କାର୍ଯ୍ୟକ୍ରମରେ ଆଜି ଦେଶବାସୀଙ୍କୁ ନିଜର ମନର କଥା କହିବେ ପ୍ରଧାନମନ୍ତ୍ରୀ ମୋଦି। ଲୋକପ୍ରିୟ ମନ କି ବାତ କାର୍ଯ୍ୟକ୍ରମର ଆଜି ହେବ ୫୨ ତମ ସଂସ୍କରଣ। ୨୦୧୪ ଅକ୍ଟୋବରେ ଆରମ୍ଭ ହୋଇଥିଲା ଏହି କାର୍ଯ୍ୟକ୍ରମ। ପ୍ରତିମାସ ଶେଷ ରବିବାରରେ ଦେଶବାସୀଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ମୋଦି ନିଜର ମନର କଥା ବାଣ୍ଟୁଛନ୍ତି ।

   Related Posts