Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||

କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ ଘୋଷଣା

27/03/2019 at 11:25 AM

ନୂଆଦିଲ୍ଲୀ ୨୭|୩ : କିଛି ସମୟ ପରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିବେ । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଥିଲେ ପ୍ରଧାନମନ୍ତ୍ରୀ । ଟେଲିଭିଜନ, ରେଡିଓ, ସୋସିଆଲ ମିଡିଆରେ କିଛି ଗୋଟିଏ ବଡ ଧରଣର ସନ୍ଦେଶ ଦେବେ ଏବଂ ମହତ୍ବପୂର୍ଣ୍ଣ ସୂଚନା ଦେବେ ପ୍ରଧାନମନ୍ତ୍ରୀ ମୋଦି । କଣ ସନ୍ଦେଶ ଦେବେ ପ୍ରଧାନମନ୍ତ୍ରୀ ମୋଦି ତା ଉପରେ ରହିଛି ସମସ୍ତଙ୍କ ନଜର ।

ପ୍ରଧାନମନ୍ତ୍ରୀ ଟ୍ବିଟ୍ କରିଥିଲେ ଯେ, ୧୧ଟା ୪୫ରୁ ୧୨ଟା ମଧ୍ୟରେ ସେ ଦେଶବାସୀଙ୍କୁ ସମ୍ବୋଧିତ କରିବାକୁ ଯାଉଛନ୍ତି ।

   Related Posts