Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଶ୍ରମିକଙ୍କୁ ପ୍ରତି ମାସରେ ମିଳିବ ୩୦୦୦ ଟଙ୍କା ମିଳିବ ପେନସନ : ଆଜି ଶ୍ରମଯୋଗୀ ମାନଧନ ଯୋଜନାର ଶୁଭାରମ୍ଭ କରିବେ ମୋଦି

5/03/2019 at 9:30 AM

ଅହମଦାବାଦ ୫/୩ : ଆଜି ଅହମଦାବାଦରେ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକଙ୍କ ପାଇଁ ପେନସନ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏହି ଯୋଜନା ପାଇଁ ଫେବୃଆରୀ ୧୫ରେ ପଞ୍ଜିକରଣ ଆରମ୍ଭ ହୋଇଥିବା ବେଳେ ଆଜି ବିଧିବଦ୍ଧ ଭାବେ ଶୁଭାରମ୍ଭ କରିବେ ମୋଦି । ଫେବୃଆରୀ ୧ରେ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ପୀୟୂଷ ଗୋଏଲ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକଙ୍କ ପାଇଁ ଏକ ଯୋଜନା ଘୋଷଣା କରିଥିଲେ, ଏଥିରେ ଶ୍ରମିକଙ୍କୁ ପ୍ରତ୍ୟେକ ମାସରେ ୩୦୦୦ ଟଙ୍କା ପେନସନ ରୂପେ ମିଳିବ । ଏଥିପାଇଁ ଙିତାଧିକାରୀଙ୍କୁ ପ୍ରତ୍ୟେକ ମାସରେ ପ୍ରିମିୟର ରୂପେ କିଛି ଟଙ୍କା ଜମା କରିବାକୁ ପଡ଼ିବ। ୧୮ ବର୍ଷରୁ ୪୦ ବର୍ଷର ଶ୍ରମିକଙ୍କୁ ହିଁ ଯୋଜନାର ଲାଭ ମିଳିବ ।

ଦୁଇ ଦିନିଆ ଗୁଜରାଟ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲି ଅହମ୍ମଦାବାଦ ମେଟ୍ରୋ ପ୍ରକଳ୍ପର ଉଦଘାଟନ କରିଥିଲେ । ଏହା ସହ ପିଲାମାନଙ୍କ ମେଟ୍ରୋ ଟ୍ରେନରେ ଯାତ୍ରା ମଧ୍ୟ କରିଥିଲେ । ସେହିପରି ଜାମନଗରଠାରେ ୭୫୦ ଶଯ୍ୟା ବିଶିଷ୍ଟ ଗୁରୁଗୋବିନ୍ଦ ସିଂହ ହସ୍ପିଟାଲର ଉଦଘାଟନ କରକିଥିଲେ ମୋଦି ।

   Related Posts