Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

କରୋନା ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ: ବାତିଲ ହେଲା ବଙ୍ଗ ଗସ୍ତ

23/04/2021 at 8:37 AM

ନୂଆଦିଲ୍ଲୀ ୨୩/୪: ଦେଶରେ ବଢୁଥିବା କରୋନା ସଂକ୍ରମଣକୁ ନେଇ ଆଜି ଉଚ୍ଚସ୍ତରୀୟ ବୈଠକ କରିବେ ପ୍ରଧାନମନ୍ତ୍ରୀ । ସେଥିପାଇଁ ଆଜି ପଶ୍ଚିମବଙ୍ଗରେ ସମସ୍ତ ପ୍ରଚାର ରାଲିକୁ ବାତିଲ କରିଛନ୍ତି ମୋଦି । ଟୁଇଟ କରି ଏହି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ସକାଳ ୯ଟାରେ ସମୀକ୍ଷା ବୈଠକ ପରେ ଦିନ ୧୦ଟାରେ ଅଧିକ ସଂକ୍ରମିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ।

ସେହିପରି ଦିନ ୧୨ଟାରେ ଭିସି ଜରିଆରେ ଦେଶର ବଡ ବଡ ଅକ୍ସିଜେନ ନିର୍ମାଣକାରୀ କଂପାନୀ ମୁଖ୍ୟଙ୍କ ସହ ବୈଠକ କରିବେ । ସେପଟେ ବଙ୍ଗରେ ଆଜି ପ୍ରଧାନମନ୍ତ୍ରୀଙ୍କ ୪ଟି ନିର୍ବାଚନୀ ପ୍ରଚାର ସଭା କରିବା କାର୍ଯ୍ୟକ୍ରମ ଥିଲା । ତେବେ ସନ୍ଧ୍ୟା ୫ଟାରେ ଭର୍ଚୁଆଲରେ ପଶ୍ଚିମବଙ୍ଗ ବାସୀଙ୍କୁ ସମ୍ବୋଧନ କରିବେ ବୋଲି ଜଣାପଡିଛି ।

   Related Posts