Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ପାରାଦୀପ : ଟ୍ରେନ୍ ଲାଇନ୍ କଡରୁ ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||

ଆସନ୍ତା ସେପ୍ଟେମ୍ବର୨୨ ରେ ଝାରସୁଗୁଡା ବିମାନବନ୍ଦରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

31/08/2018 at 12:45 AM

ଝାରସୁଗୁଡା ୩୧/୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ଗ୍ରସ୍ତ ଚୂଡାନ୍ତ ହୋଇଛି । ଆସନ୍ତା ୨୨ ସେପ୍ଟେମ୍ବର ରେ ଝାରସୁଗୁଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବହୁ ପ୍ରତୀକ୍ଷିତ ଓଡ଼ିଶାର ଦ୍ଵିତୀୟ ବିମାନ ବନ୍ଦର ଲୋକାର୍ପଣ ସହ MCL ଅଧୀନସ୍ତ ବସୁନ୍ଧରା କୋଇଲା ଖଣି ଅଂଚଳରୁ ପରିବହନ ପାଇଁ ବ୍ୟବହାର ହେବାକୁ ଥିବା ୫୨ KM ଝାରସୁଗୁଡା-ସରଡେଗାକୁ ଲୋକାର୍ପଣ ସହ ତାଳଚେର ସାର କାରଖାନା ର ପୁନରୁଦ୍ଧାର ଶିଳାନ୍ୟାସ କରିବେ ।ଝାରସୁଗୁଡା ଓ ତାଳଚେର ରେ ଦୁଇଟି ସାଧାରଣ ସଭାରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଆଜି ଝାରସୁଗୁଡା ଗସ୍ତରେ ଆସି ବିମାନବନ୍ଦର କାର୍ଯ୍ୟର ସମୀକ୍ଷା କରିବା ପରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଏହି ସୁଚନା ଦେଇଛନ୍ତି।

   Related Posts