Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

ଆଜି ଗୋରଖପୁରରେ ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

24/02/2019 at 8:58 AM

୨୪/୨: ପ୍ରଧାନମନ୍ତ୍ରୀ ମୋଦୀ ଆଜି ଉତ୍ତର ପ୍ରଦେଶର ଗୋରଖପୁରରେ ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ଶୁଭାରମ୍ଭ କରିବେ । ୭୫ ହଜାର କୋଟି ଟଙ୍କାର ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ ଶୁଭାରମ୍ଭ କରି ଆଜି ୧ କୋଟି କୃଷକଙ୍କ ଖାତାକୁ ୨ ହଜାର ଟଙ୍କା ପଠାଯିବ ।

ଏହାଛ଼ଡା ଆସନ୍ତା ୨-୩ଦିନ ମଧ୍ୟରେ ଅନ୍ୟ ୧ କୋଟି କୃଷକଙ୍କୁ ଟଙ୍କା ପଠାଯିବ । ୨୦୧୯-୨୦ର ଅନ୍ତରୀଣ ବଜେଟରେ କେନ୍ଦ୍ର ସରକାର ପିଏମ କିଷାନ ଯୋଜନାର ଘୋଷଣା କରିଥିଲେ । ଏହି ଯୋଜନା ଦ୍ୱାରା ୧୨ କୋଟି କ୍ଷୁଦ୍ର ଚାଷୀଙ୍କୁ ପ୍ରତି ବର୍ଷ ୬ ହଜାର ଟଙ୍କା ଦିଆଯିବାର ପ୍ରତିଶ୍ରୁତି ଦିଆଯାଇଛି । ଏହି ରାଶି ୨ ହେକ୍ଟର ପର୍ଯ୍ୟନ୍ତ ଚାଷ ଜମି ଥିବା ତିନୋଟି କିସ୍ତିରେ ଦିଆଯିବ । ଏହି ଯୋଜନାକୁ ଚଳିତ ଆର୍ଥିକ ବର୍ଷରୁ ଲାଗୁ କରାଯାଇଛି ଏବଂ ଏହି କାରଣରୁ କୃଷକ ମାନଙ୍କୁ ମାର୍ଚ୍ଚ ମାସ ଶେଷ ହେବା ପୂର୍ବରୁ ପ୍ରଥମ କିସ୍ତି ଦିଆଯାଉଛି।

   Related Posts