Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||
  • ଷ୍ଟୋକ୍ସଙ୍କ ଧୂଆଁଧାର ଶତକ ଓ ସଞ୍ଜୁଙ୍କ ଦମଦାର ଫିଫ୍ଟି: ୮ ଓ୍ବିକେଟ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଲା ରାଜସ୍ଥାନ ରୟାଲ୍ସ
  • ||

ବାରାଣାସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୟୀ

23/05/2019 at 4:06 PM

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣାସୀ ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି । ମୋଟ ୫୪୨ ଆସନରୁ ବିଜେପି ୩୪୪ ଆସନରେ ଆଗୁଆ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲାଲ କୃଷ୍ଣ ଆଡଭାନୀ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣାସୀ ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ ମହାମେଣ୍ଟ ପ୍ରାର୍ଥୀ ଶାଳିନୀ ଯାଦବଙ୍କୁ ୩ ଲକ୍ଷ ୭୦ ହଜାର ଭୋଟରେ ପରାସ୍ତ କହିଛନ୍ତି । ମୋଦିଙ୍କୁ ୫ ଲକ୍ଷ ୪୫ ହଜାର ୫୬ ଖଣ୍ଡ ଭୋଟ ମିଳିଥିବା ବେଳେ ଶାଳିନୀ ଯାଦବଙ୍କୁ ୧ ଲକ୍ଷ ୫୯ ହଜାର ୭୨୨ ଖଣ୍ଡ ଭୋଟ ମିଳିଛି ।

ମୋଟ ୫୪୨ ଆସନରୁ ବିଜେପି ୩୪୪ ଆସନରେ ଆଗୁଆ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲାଲ କୃଷ୍ଣ ଆଡଭାନୀ ଶୁଭେଚ୍ଛା ଜଣାଇଛନ୍ତି । ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

   Related Posts