ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
15/08/2019 at 3:45 PM

ନୂଆଦିଲ୍ଲୀ ୧୫|୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି “ସମସ୍ତ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭକାମନା । ଜୟ ହିନ୍ଦ!” ମୋର ସମସ୍ତ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା । ଜୟ ହିନ୍ଦ, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।