‘ଫିଟ୍ ଇଣ୍ଡିଆ ମୁଭମେଣ୍ଟ’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Published By : Prameya-News7 Bureau | August 29, 2019 IST

ନୂଆଦିଲ୍ଲୀ ୨୮: କ୍ରୀଡା ଦିବସ ଅବସରରେ ‘ଫିଟ୍ ଇଣ୍ଡିଆ ମୁଭମେଣ୍ଟ’ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତେ ସୁସ୍ଥ ରୁହନ୍ତୁ ଉଦ୍ଦେଶ୍ୟରେ ନୂଆଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୋଦି ।

ଏହି ଅବସରରେ ମୋଦି ଉପସ୍ଥିତ ପ୍ରତିଭାଗୀଙ୍କୁ ଫିଟନେଶ ସଂପର୍କିତ ଉଦବୋଧନ ଦେଇଛନ୍ତି । ନିକଟରେ ମନ୍ କି ବାତ୍ କାର୍ଯ୍ୟକ୍ରମରେ ମୋଦି ‘ଫିଟ୍ ଇଣ୍ଡିଆ ମୁଭମେଣ୍ଟ’ ସଂପର୍କରେ ଆଲୋଚନା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.