Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ଖୁବ୍‌ଶୀଘ୍ର ସାଉଦି ଆରବ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

5/10/2019 at 11:55 AM

ନୂଆଦିଲ୍ଲୀ ୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ଶୀଘ୍ର ସାଉଦି ଆରବ ଗସ୍ତ କରିପାରନ୍ତି । ଗସ୍ତ ସମୟରେ ସେଠାକାର ନେତା ଓ କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍ ସଲମାନଙ୍କୁ ଭେଟିବେ ମୋଦି ।

ସେଠାରେ ସେ ଦ୍ବିପାକ୍ଷିକ ଆଲୋଚନା କରିପାରନ୍ତି । ସେହିପରି ମୋଦି ନିଜର ଗସ୍ତକାଳରେ ଗଳ୍ଫ ଦେଶର ରାଜଧାନୀରେ ଆୟୋଜିତ ହେବାକୁ ଥିବା ରିୟାଦରେ ପୁଞ୍ଜି ନିବେଶ ସମ୍ମିଳନୀରେ ଅଂଶଗ୍ରହଣ କରିପାରନ୍ତି ।

ନିକଟରେ ଜାତୀୟ ପରାମର୍ଶଦାତା ଅଜିତ ଡୋଭାଲ ସାଉଦି ଆରବ ଗସ୍ତ କରିଥିଲେ । ଏବେ ମୋଦିଙ୍କ ଗସ୍ତ ଉପରେ ସମସ୍ତଙ୍କ ନଜର ରହିଛି । ତେବେ କେଉଁ ପ୍ରସଙ୍ଗ ଉପରେ ଆଲୋଚନା ହେବ ତାହା ଉପରେ ସମସ୍ତଙ୍କ ନଜର ରହିଛି ।

   Related Posts