Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ବିଭିନ୍ନ ମନ୍ତ୍ରଣାଳୟର କାର୍ଯ୍ୟ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

22/12/2019 at 3:34 PM

ନୂଆଦିଲ୍ଲୀ ୨୨।୧୨: ବିଭିନ୍ନ ମନ୍ତ୍ରଣାଳୟ କାର୍ଯ୍ୟ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏକ ସ୍ବତନ୍ତ୍ର ବୈଠକ ବିଭିନ୍ନ ମନ୍ତ୍ରଣାଳୟ ସମୀକ୍ଷା କରିଛନ୍ତି ମୋଦି। ବୈଠକରେ ସବୁ ବିଭାଗର ମନ୍ତ୍ରୀ ନିଜ ନିଜ ମନ୍ତ୍ରଣାଳୟର କାର୍ଯ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । କୃଷି, ଗ୍ରାମୀଣ ବିକାଶ ଏବଂ ସାମାଜିକ କ୍ଷେତ୍ରରେ କି କି କାର୍ଯ୍ୟ କରାଯାଇଛି ତା’ ଉପରେ ପ୍ରଧାନମନ୍ତ୍ରୀ ବିଶେଷ ଗୁରୁତ୍ବ ଦେଇଥିବା ଜଣାପଡିଛି ।

ବର୍ତ୍ତମାନ ଦେଶବ୍ୟାପୀ ନାଗରିକତା ଅଧିକାର ସଂଶୋଧନ ଆଇନ ଏବଂ ନ୍ୟାସନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ (ଏନଆରସି)କୁ ନେଇ ବ୍ୟାପକ ହିଂସାକାଣ୍ଡ ପ୍ରଦର୍ଶନ କରାଯାଉଛି । ଯାହାକୁ ନେଇ ମନ୍ତ୍ରୀ ପରିଷଦର ବୈଠକ ଅନୁଷ୍ଠିତ ହେବାର ସୂଚନା ରହିଛି ।

ସାଧାରଣତଃ ପ୍ରତି ମାସରେ କ୍ୟାବିନେଟ୍ ବୈଠକ ଶେଷ ହେବା ପରେ ପରେ ମନ୍ତ୍ରୀ ପରିଷଦର ବୈଠକ ଅନୁଷ୍ଠିତ ହୋଇଥାଏ । କିନ୍ତୁ ଏଥରକ ସ୍ବତନ୍ତ୍ର ଭାବେ ମନ୍ତ୍ରୀ ପରିଷଦର ବୈଠକ ଡକାଯାଇଥିଲା । ତେବେ କେନ୍ଦ୍ର କ୍ୟାବିନେଟର ବୈଠକ ଚଳିତ ମାସ ୨୪ ତାରିଖରେ ଅନୁଷ୍ଠିତ ହେବ ।

   Related Posts