Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ଫେଲ୍ ମାରିଲା ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ନିକଟରୁ ୩୧ ରନରେ ହାରିଲା ଭାରତ
  • ||
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||

ଓଡିଶା ଗସ୍ତ ପୂର୍ବରୁ ମୋଦିଙ୍କ ଟ୍ବିଟ୍, ‘ଓଡିଶାର ନିର୍ବାଚନୀ ଫଳାଫଳ ସାରା ଦେଶକୁ ଆଚମ୍ବିତ କରିବ’

6/04/2019 at 8:58 AM

ଭୁବନେଶ୍ବର ୬|୪ :  ଓଡିଶା ଗସ୍ତ ପୂର୍ବରୁ ଟ୍ବିଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି କହିଛନ୍ତି ଓଡିଶାର ସୁନ୍ଦରଗଡ ଓ ସୋନପୁରଠାରେ ଜନସଭାକୁ ସମ୍ବୋଧିତ କରିବି । ଓଡିଶାର ନିର୍ବାଚନୀ ଫଳାଫଳ ସାରା ଦେଶକୁ ଆଚମ୍ବିତ କରିବ । ବିଜେପି ରେକର୍ଡ ସଂଖ୍ୟାରେ ଆସନ ସହ ବିଜୟ ଲାଭ କରିବ । ଜନ ସାଧାରଣ ବିଜେଡି ଓ କଂଗ୍ରେସ ଉଭୟଙ୍କୁ ପ୍ରତ୍ୟାଖ୍ୟାନ କରିବେ ।

   Related Posts