Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ତ୍ରିରାଷ୍ଟ୍ରୀୟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେ।ଦି

30/05/2018 at 6:16 AM

ତ୍ରିରାଷ୍ଟ୍ରୀୟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେ।ଦି । ପ୍ରଥମେ ଇଣ୍ଡେ।ନେସିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ । ଆଜି ଇଣ୍ଡେ।ନେସିଆ ରାଷ୍ଟ୍ରପତି ଜେ।କେ। ୱିଡେ।ଡେ।ଙ୍କ ସହି ବିଭିନ୍ନ ଦ୍ୱିପାକ୍ଷିକ ଆଲେ।ଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ଇଣ୍ଡେ।ନେସିଆର ସିଇଓ ଫେ।ରମ ବୈଠକରେ ଯେ।ଗଦେବେ । ଏହାପରେ ଇଣ୍ଡୋନେସୀଆରେ ଭାରତୀୟଙ୍କୁ ମେ।ଦି ସମ୍ବେ।ଧନ କରିବେ । ଗତକାଲି ରାଜଧାନୀ ଜାକର୍ତ୍ତାରେ ପହଞ୍ଚିଥିଲେ ମେ।ଦି । ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ରିଜ କାର୍ଲଟନ ହେ।ଟେଲ ବାହାରେ ଅପେକ୍ଷା କରିଥିବା ଭାରତୀୟ ସମୁଦାୟ ମେ।ଦିଙ୍କୁ ଭେଟିଥଲେ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସିଙ୍ଗ।ପୁର ଯିବେ ।

Leave a Reply

   Related Posts