Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁବର୍ଣ୍ଣପୁର : ରାସ୍ତା କଡରେ ପଡି କାନ୍ଦୁଥିଲା ନବଜାତ ଶିଶୁ, ଉଦ୍ଧାର କଲେ ଦମ୍ପତ୍ତି
  • ||
  • ହାଇଦର ସହଯୋଗୀ ୟାକୁବର ଆତ୍ମସମର୍ପଣ, SCBରେ ହାଇରଦରକୁ ଭେଟିଥିଲା ୟାକୁବ
  • ||
  • ଚମକ ହରାଉଛି ସୁନା : ପୁଣି କମିଲା ଦାମ୍, ୧୦ ହଜାର ଟଙ୍କା ହେଲାଣି ଶସ୍ତା
  • ||
  • ଗଜପତି : ଘାରିଲା କରୋନା ଭୟ, ଆଜିଠୁ ଗଜପତି ଜିଲ୍ଲାର ସବୁ ସୀମା ସିଲ୍
  • ||
  • ନୀଳଗିରି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଚାନ୍ଦବାଲି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଜଳେଶ୍ବର : ଓଭରବ୍ରିଜ୍ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିଲା ବୋଲେରୋ, ୬ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ
  • ||
  • ନୟାଗଡ଼ : ରେଳ ଷ୍ଟେସନରେ ଲଙ୍କାକାଣ୍ଡ : ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା, ବିରୋଧ କରିବାରୁ ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ
  • ||

POCSO ଆକ୍ଟ ସଂଶୋଧନକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

22/04/2018 at 7:52 AM

ଶନିବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଥିବା ବେଳେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏଥିରେ ମୋହର ମାରିଛନ୍ତି | ଏଣିକି ୧୨ ବର୍ଷ ପର୍ଯ୍ୟନ୍ତ ନାବାଳିକାକୁ ହେଲେ ଦୋଷୀକୁ ସର୍ବ ନିମ୍ନ ୧୧ବର୍ଷ ଜେଲ ଓ ସର୍ବାଧିକ ମୃତ୍ୟୁ ଦଣ୍ଡ ଦିଆଯିବ
| ଦୁଷ୍କର୍ମକାରୀଙ୍କୁ ଏବେଠାରୁ ଆଉ ଆଗୁଆ ଜାମିନ ମିଳିବନି | ୨୦୧୨ ନିର୍ଭୟ କାଣ୍ଡ ପରେ ଆଇନ କିଛିତା କଡା ହୋଇଥିଲା କିନ୍ତୁ ଦୁଷ୍କର୍ମ କମିଲା ନାହିଁ | ସେଥିପାଇଁ ଆଇନ କଡା କରାଯାଇଛି |

Leave a Reply

   Related Posts