Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ସାଲେପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା : ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ପକ୍ସୋ କୋର୍ଟ

19/09/2019 at 11:45 AM

କଟକ ୧୯।୯: ସାଲେପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ମହମ୍ମଦ ମୁସ୍ତାକକୁ ଫାଶୀ ଦଣ୍ଡାଦେଶ । ଦଣ୍ଡାଦେଶ ଶୁଣାଇବେ ପକ୍ସୋ କୋର୍ଟ । ଦଫା ୩୦୨, ୩୭୬ ଓ ପକ୍ସୋ ଆକ୍ଟରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ମହମ୍ମଦ ମୁସ୍ତାକ ।

ସୂଚନାଯୋଗ୍ୟ ଯେ, ୨୦୧୮ ମସିହା ଅପ୍ରେଲ୍ ୨୧ ତାରିଖରେ ଘଟିଥିଲା ଘଟଣା । ସାଲେପୁର ରାଇସୁଙ୍ଗୁଡା ଗାଁର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ପରେ ତଣ୍ଟିଚିପି ହତ୍ୟା କରିବାକୁ ଉଦ୍ୟମ କରିଥିଲା ଅଭିଯୁକ୍ତ । ସଂକଟାପନ୍ନ ଅବସ୍ଥାରେ ପୀଡିତାଙ୍କୁ ଏସସିବିରେ ଭର୍ତ୍ତି କରାଯାଇଥିଲା । ଏସସିବିର ୧୩ ଜଣିଆ ଡାକ୍ତରୀ ଟିମ୍ ନାବାଳିକାଙ୍କ ଚିକିତ୍ସା କରିଥିଲେ । ୨୯ ଅପ୍ରେଲ ୨୦୧୮ ଅପରାହ୍ନ ୫ଟାରେ ଆଖି ବୁଜିଥିଲା ପୀଡିତା ।

   Related Posts