Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ଘର ଆଗରେ ଥିବା ବାଇକ ପୋଡିଦେଲେ ଦୁର୍ବୃତ୍ତ, ପୂର୍ବ ଶତ୍ରୁତା ସନ୍ଦେହ

6/03/2021 at 10:20 AM

ଚଣ୍ଡିଖୋଲ ୦୬।୦୩: ଘର ଆଗରେ ବାଇକ ପୋଡିଦେଲେ ଦୁର୍ବୁତ୍ତ । ଯାଜପୁର ଜିଲ୍ଲା ଜେନାପୁର ଥାନା ଅଞ୍ଜିରା ଫଞ୍ଚାୟତର ମୁରାରୀପୁର ଗ୍ରାମରେ ଘଟିଛି ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।  

ଖବର ଅନୁଯାୟୀ, ମୁରାରୀପୁର ଗାଁର ଲକ୍ଷ୍ମୀଧର ଜେନାଙ୍କ ଘର ଆଗରେ ୩ ବାଇକ ଓ ଦୁଇଟି ସ୍କୁଟି କେହି ଦୁର୍ବୁତ୍ତ ପୋଡି ଦେଇଛନ୍ତି । ଲକ୍ଷ୍ମୀଧର ଘର ଆଗରେ ନିଜର ଦୁଇଟି ଗାଡି ଓ ବ୍ୟାଙ୍କ କର୍ମଚାରୀ ଙ୍କ ତିନୋଟି ଗାଡି ପ୍ରତିଦିନ ଘର ବାହାରେ ରହିଥାଏ ହେଲେ ଗତକାଲି ବିଳମ୍ବିତ ରାତିର କେହି ଦୁର୍ବୁତ୍ତ ଗାଡି ପୋଡି ଦେଇଥିବା ଜଣାପଡିଛି । ଘଟଣାସ୍ଥଳରେ ଜେନାପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ପୂର୍ବ ଶତ୍ରୁତା ଯୋଗୁ ଦୁର୍ବୁତ୍ତ ମାନେ ଏଭଳି କାଣ୍ଡ ଘଟାଇ ଥିବା ସନ୍ଦେହ କରାଯାଉଛି ।

   Related Posts