Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ବ୍ୟବହାର କରି ଲୁଟୁଥିଲେ ଟଙ୍କା, ପହଞ୍ଚିଗଲା ପୋଲିସ୍‌, ତାପରେ…

28/09/2021 at 11:31 PM

ନବରଙ୍ଗପୁର, ୨୮ /୦୯: ନବରଙ୍ଗପୁର ସଦର ପୋଲିସ ଦ୍ୱାରା ୪ ଜଣ ଏଟିଏମ ଲୁଟେରା ଅଟକ । ନବରଙ୍ଗପୁର ଏସପିଙ୍କ ଦ୍ଵାରା ଗଠିତ ଏକ ସ୍ୱତନ୍ତ୍ର ସ୍କ୍ୱାର୍ଡ ଟିମ ନବରଙ୍ଗପୁର ସହରର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ନିକଟରେ ଥିବା ଏଟିଏମରୁ ବିଭିନ୍ନ ବ୍ୟାଙ୍କର ବହୁ ପରିମାଣର ଏଟିଏମ କାର୍ଡ ନେଇ ଟଙ୍କା ଉଠାଣ କରୁଥିବା ବେଳେ ଖବର ପାଇ ଏଟିଏମରେ ଚଢ଼ାଉ କରି ସେମାନଙ୍କୁ ଧରିଥିଲା l

ଅଭିଯୁକ୍ତ  ୪ଜଣ ଉତ୍ତରପ୍ରଦେଶର ହୋଇଥିବା ବେଳେ ତାଙ୍କ ନିକଟରୁ ବିଭିନ୍ନ ବ୍ୟାଙ୍କର ପ୍ରାୟ ୨୦ଟି ଏଟିଏମ କାର୍ଡ ସହ ୫ଟି ମୋବାଇଲ, ମନିପର୍ଶ ସହ ଟଙ୍କା ଏବଂ ଉତ୍ତରପ୍ରଦେଶ ନମ୍ବର ବିଶିଷ୍ଟ ଗୋଟିଏ କାର ଜବତ ହୋଇଛି l ଅଭିଯୁକ୍ତ ମାନଙ୍କୁ ପୋଲିସ ଥାନାରେ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି l ତଦନ୍ତ ପରେ ସବିଶେଷ ତଥ୍ୟ ଦିଆଯିବ ବୋଲି ପୋଲିସ ସୂଚନା ଦେଇଛି l

   Related Posts