Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ସାଇକେଲ ଚୋରକୁ ଗିରଫ କଲା ପୋଲିସ୍‌, ୧୩ଟି ସାଇକେଲ ଜବତ

4/12/2021 at 10:51 PM

ଟିଟିଲାଗଡ଼, ୦୪/୧୨: ବଲଙ୍ଗିର ଜିଲ୍ଲା ତୁଷୁରା ପୋଲିସକୁ ଏକ ବଡ ସଫଲତା ମିଲିଛି। ତୁଷୁରା ପୋଲିସ ଆଜି ଏକ ସାଇକଲ ଚୋରକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ରାମପୁର ଥାନା ମୋହନଗିରୀ ବଜାରପଡାର ଅଜିତ ବୁଡେକ ବୋଲି ଜଣା ପଡିଥିବା ବେଳେ ତା ପାଖରୁ ୧୩ ଗୋଟି ସାଇକଲ ଜବତ କରାଯାଇ ଥିବା ତୁଷୁରା ଥାନା ଅଧିକାରୀ ସୁରେଶ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

ଯେଉଁ ଲୋକମାନଙ୍କର ସାଇକେଲ ଚୋରି ହୋଇଛି ପ୍ରମାଣ ପାଇଲା ପରେ ତାଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ଦୀର୍ଘ ଦିନ ହେଲା ତୁଷରା ଓ ଏହାର ଆଖପାଖ ଅଞ୍ଚଳରୁ ଅନେକ ବ୍ୟକ୍ତି ଓ ଛାତ୍ରଛାତ୍ରୀମାନଙ୍କ ସାଇକେଲ ଚୋରି ହେଉଥିବା ଅଭିଯୋଗ ଆସୁଥିଲା ।

   Related Posts