Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ବଜ୍ରକାପ୍ତା ଚୋରା ଚାଲାଣ ବେଳେ ୧୦ଜଣଙ୍କୁ ଗିରଫ କଲା ପୋଲିସ୍

10/12/2019 at 10:06 AM

କଟକ ୧୦/୧୨: ଆଠଗଡ଼ ବନଖଣ୍ଡରେ ହାଇଟେକ୍ ଉପାୟରେ ଚାଲିଛି ବନ୍ୟଜନ୍ତୁ ଚୋରା ଚାଲାଣ। ବିଲୁପ୍ତ ପ୍ରାୟ ପ୍ରଜାତିର ପ୍ରାଣୀ ବଜ୍ରକାପ୍ତାକୁ ଚୋରା ଚାଲାଣ ବେଳେ ପ୍ରଥମେ ସାତଜଣ ଏବଂ ପରେ ତିନି ଜଣ ମୋଟ ଦଶଜଣଙ୍କୁ ଗିରଫ କଲା ପରେ ଏମିତି ଖୁଲାସା କରିଛି ଆଠଗଡ଼ ବନବିଭାଗ।ଏହି ରାକେଟର ଚେର ରାଜ୍ୟ ବାହାରେ ରହୁଥିବା ଏପରି କି ଆନ୍ତର୍ଜାତୀୟ ଲିଙ୍କ ଥିବା ସନ୍ଦେହ କରାଯାଉଛି।

ଆନ୍ତର୍ଜାତିକ ବଜାରରେ ଏହାର ମୂଲ୍ୟ ଯଥେଷ୍ଟ ଅଧିକ ରହୁଥିବାରୁ ଅତି ସନ୍ତର୍ପଣରେ ଏହାକୁ ସୋସିଆଲ ମିଡ଼ିଆ ମାଧ୍ୟମରେ ସାଙ୍କେତିକ ଭାବରେ ବଜ୍ରକାପ୍ତାର ଓଜନ ତା ସହିତ କିଙ୍ଗ ପିନ୍ ଠାରୁ ଆସିଥିବା ନୋଟ୍ ର ନମ୍ବର କୁ ପ୍ରଦର୍ଶନ କରାଯାଇ ପସନ୍ଦ ହେଲା ପରେ ମୂଲ୍ୟ ନିର୍ଦ୍ଧାରଣ କରାଯାଇ ଥାଏ। ଏହି ମାମଲାରେ  ଆନ୍ତଃ ରାଜ୍ୟ ଓ ଆନ୍ତର୍ଜାତିକ ସମ୍ପର୍କ ରହୁଥିବା କାରଣରୁ ଏହାକୁ ଓ୍ଵାଇଲ୍ଡ ଲାଇଫ କ୍ରାଇମ୍ କଣ୍ଟ୍ରୋଲ ବ୍ୟୁରୋ ଅଫ୍ ଇଣ୍ଡିଆକୁ ହସ୍ତାନ୍ତର କରାଯାଇଥିବା ସୂଚନା ଦେଇଛନ୍ତି ଆଠଗଡ଼ ବନଖଣ୍ଡ ଅଧିକାରୀ।

   Related Posts