Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ବିବାହିତା ମହିଳାଙ୍କୁ ଦୁଷ୍କର୍ମ କରି ଫେରାର ଥିବା ୩ ଯୁବକଙ୍କୁ ବାନ୍ଧିଲା ପୋଲିସ

7/11/2020 at 1:06 PM

ରାଇରଙ୍ଗପୁର ୭।୧୧: ବିବାହିତା ମହିଳାଙ୍କୁ ଦୁଷ୍କର୍ମ କରି ଫେରାର ଥିଲେ ଅଭିଯୁକ୍ତ । ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ ।

ସୂଚନାଯୋଗ୍ୟ ଯେ, ଗତ ୩ ତାରିଖ ବାଦାମ ପାହାଡ ଥାନା ଅନ୍ତର୍ଗତ କାଠଭାରିଆ ଧାକଟା ଗ୍ରାମର ଜଣେ ମହିଳାଙ୍କ ପରିବାର ଲୋକେ ନିକଟସ୍ଥ ସାପ୍ତାହିକ ହାଟକୁ ଯାଇଥିଲେ । ମହିଳା ଜଣଙ୍କ ଘରେ ଏକୁଟିଆ ଥିବାର ସୁଯୋଗରେ ନିକଟସ୍ଥ ଟାଙ୍ଗଭାରିଆ ଗାଁର ତିନିଜଣ ଯୁବକ ମହିଳାଙ୍କୁ କିଛି ଦୂର ଏକ ନିଛାଟିଆ ସ୍ଥାନକୁ ଟେକି ନେଇ ଦୁଷ୍କର୍ମ କରି ଫେରାର ହୋଇ ଯାଇଥିଲେ । ମହିଳା ଜଣଙ୍କ ପରିବାର ଲୋକଙ୍କୁ ଘଟଣା ବିଷୟରେ ଜଣାଇବା ପରେ ବାଦାମପାହାଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ପୋଲିସ ଏକ ମାମଲା ରୁଜ୍ଜୁ କରି ତଦନ୍ତ କରୁଥିଲା ।

ଶୁକ୍ରବାର କୌଣସି ସୂତ୍ରରୁ ଖବର ପାଇ ଅଭିଯୁକ୍ତ ତିନି ଜଣଙ୍କୁ  ଟାଙ୍ଗଭାରିଆ ଗ୍ରାମରୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ବାଲିଆ ବାସ୍କେ, ସୁନୀଲ ବାସ୍କେ ଓ ପାଲୱାନ ବାସ୍କେ ।

   Related Posts