Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଙ୍କୀ : ଶୌଚ ପାଇଁ ଯିବାବେଳେ କଚାଡି ଦେଲା ଦନ୍ତା, ଜଣେ ଗୁରୁତର
  • ||
  • ଭୁବନ : ୨ ଦିନ ପାଇଁ କଲେଜ ସଟ୍‌ଡାଉନ୍, କରୋନା ସଂକ୍ରମିତ ଚିହ୍ନଟ ପରେ ପଦକ୍ଷେପ‌
  • ||
  • ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଢ଼ି ଚାଲିଛି କରୋନା ସଂକ୍ରମଣ, ମହାରାଷ୍ଟ୍ରରେ ଆଜିଠାରୁ ମେ ପହିଲା ପର୍ଯ୍ୟନ୍ତ ୧୪୪ ଧାରା
  • ||
  • ଜଗତସିଂହପୁର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି : ମା ଶାରଳାଙ୍କ ପୀଠରେ ଲାଗୁ ହେଲା ୧୪୪ ଧାରା, ନୀତି ସମ୍ପନ୍ନ କରିବେ ସେବାୟତ
  • ||
  • ବାରଙ୍ଗ : ନନ୍ଦନକାନନକୁ ନୂଆ ଅତିଥି, ଦ୍ୱିତୀୟ ଥର ପାଇଁ ମା ହେଲା ବାଘୁଣୀ ମେଘା
  • ||
  • ୨ହଜାର ଟପିଲା ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍ ଚିହ୍ନଟ
  • ||

ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ

5/03/2021 at 12:26 PM

ଦେବଗଡ ୫।୩: ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ । ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଏଏସଆଇ ପରମାନନ୍ଦ ନାଏକ ନିଲମ୍ବିତ ହୋଇଛନ୍ତି । ‘ମୋ ସରକାର’ ପକ୍ଷରୁ ଫୋନରେ ଯୋଗାଯୋଗ କରାଯିବା ପରେ ଲାଞ୍ଚ ମାଗିଥିବା ଜଣାପଡିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦେବଗଡ ଏସପି ମନୋଜ କୁମାର ମହନ୍ତ ନିଲମ୍ବିତ କରିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts