Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ସ୍କ୍ରାପ୍ ବୋଝେଇ ଗାଡି ଛାଡିବାକୁ ଏଏସ୍‌ଆଇ ମାଗୁଥିଲେ ଲାଞ୍ଚ, ଭିଡିଓ ଭାଇରାଲ୍ ପରେ ହେଲେ ସସ୍‌ପେଣ୍ଡ

29/09/2019 at 3:46 PM

ଝାରସୁଗୁଡା ୨୯।୯: ମୋ ସରକାର ଓ ସରକାରଙ୍କ ୫ଟି ଯୋଜନା ଲାଗୁ ହେବା ପୂର୍ବରୁ ଏହାର ଶିକାର ହେଲେ ପୋଲିସ ବାବୁ । ଝାରସୁଗୁଡା ଜିଲ୍ଲା ବନହରପାଲି ଥାନାର ଏଏସ୍‌ଆଇ ପରୀକ୍ଷିତ ସାହୁ ସସ୍‌ପେଣ୍ଡ ହୋଇଛନ୍ତି । କୋର୍ଟରୁ ରିଲିଜ୍ ଅର୍ଡର ନେଇ ଜବତ ହୋଇଥିବା ଏକ ସ୍କ୍ରାପ୍ ବୋଝେଇ ଗାଡି ଛାଡିବାକୁ ଅର୍ଥ ଦାବି କରୁଥିବା ଅଭିଯୋଗ ହୋଇଥିଲା । ଏ ସମ୍ପର୍କିତ ଭିଡ଼ିଓ ଭାଇରାଲ୍ ହେବା ପରେ ଏସ୍‌ପି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଆଜି ଏସ୍‌ପି ଅଶ୍ବିନୀ ମହାନ୍ତି ଏଏସ୍‌ଆଇଙ୍କୁ ସସପେଣ୍ଡ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଦୁର୍ନୀତି ମୁକ୍ତ ଶାସନ ଓ ସେବା ପାଇଁ ସେ ବଦ୍ଧପରିକର ବୋଲି କହିଛନ୍ତି।

   Related Posts