Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ପୋଲିସ୍‌କୁ ବାନ୍ଧିଲା ପୋଲିସ୍: ସେକ୍ସ ରାକେଟ୍ ଚଢ଼ାଉ ବେଳେ ଧରା ପଡିଲେ କନେଷ୍ଟବଳ

20/09/2020 at 10:22 AM

ବାଲେଶ୍ବର୨୦/୯: ପୋଲିସ୍‌କୁ ବାନ୍ଧିଲା ପୋଲିସ୍। ସେକ୍ସ ରାକେଟ ଚଢ଼ାଉ ବେଳେ ଧରା ପଡିଲେ କନେଷ୍ଟବଳ। ସଂପୃକ୍ତ କନେଷ୍ଟବଳ ଜଣଙ୍କ ରେମୁଣା ଥାନାରେ କାର୍ଯ୍ୟ କରୁଥିଲେ। ଜଳେଶ୍ବର ସୁବର୍ଣ୍ଣରେଖା ଲଜ୍‌ରୁ ତାଙ୍କୁ ଗିରଫ କରାଯାଇଛି। ଗିରଫ କନେଷ୍ଟବଳ ହେଲେ ସଞ୍ଜୟ ରାଉତ। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖା ଦେଇଛି। ଏହି ଘଟଣାରେ ପୁଲିସ୍ ଅଧିକ ଛାନ୍‌ଭିନ୍ ଆରମ୍ଭ କରିଛି।

   Related Posts