Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଟିକାକରଣ ଏକ କୋଟି ପାର, ଶୁଭେଚ୍ଛା ଜଣାଇଲା ସ୍ବାସ୍ଥ୍ୟ ବିଭାଗ
  • ||
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୪୫୮୭ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଡିସଚାର୍ଜ
  • ||
  • ଜୁନ ୨୪ରେ ବୈଠକ ଡାକିଲେ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧି, ଦଳୀୟ କନ୍ଦଳ ନେଇ ହେବ ମାନସମନ୍ଥନ
  • ||
  • ଭଦ୍ରକ : ବ୍ରାଉନସୁଗାର ସେବନକୁ ବିରୋଧ କରିବାରୁ ମାରଣାସ୍ତ୍ର ଧରି ଗୋଡାଇଲେ ଯୁବକ, ୩ ଗିରଫ, ୧୦ ଗ୍ରାମ ବ୍ରାଉନସୁଗାର ଜବତ
  • ||
  • ଭୁବନେଶ୍ବର : କୋଭିଡ୍ ଦ୍ବାରା କ୍ଷତିଗ୍ରସ୍ତ ଅନେକ ଅର୍ଗାନ୍ ରହୁନି ସୁରକ୍ଷିତ – ଡିଏମଇଟି
  • ||
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଇଟ୍ଟାନଗର : ପୁଣି ଥରିଲା ଅରୁଣାଞ୍ଚଳ ପ୍ରଦେଶ, ଇଟ୍ଟାନଗରରେ ଭୂକମ୍ପ ଝଟ୍‌କା
  • ||
  • ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଅନୁଯାୟୀ ବ୍ୟବହାର ହେବ ଷ୍ଟେରଏଡ୍ – ନିରଞ୍ଜନ ମିଶ୍ର
  • ||
  • ଭୁବନେଶ୍ବର : ଦ୍ବିତୀୟ ଲହର ଅପେକ୍ଷା ତୃତୀୟ ଲହର ପ୍ରଭାବ କମ୍, ତଥାପି ଜୋରଦାର କରିବାକୁ ପଡିବ ଟିକାକରଣ – ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ପାଟଣା : ଘରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ମହିଳାଙ୍କ ଜୀବନ
  • ||

୨୯ରେ ଶପଥପାଠ ଉତ୍ସବ ପାଇଁ ପ୍ରଦର୍ଶନୀ ପଡ଼ିଆ ତଦାରଖ କଲେ ପୋଲିସ ଡିଜି

26/05/2019 at 10:45 AM

ଭୁବନେଶ୍ବର ୨୬/୫: ଆସନ୍ତା ୨୯ରେ  ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ପ୍ରଦର୍ଶନୀ ପଡିଆରେ ହେବ ଶପଥପାଠ ଉତ୍ସବ।ସେଥିପାଇଁ ପୋଲିସ ଡିଜି ପ୍ରଦର୍ଶନୀ ପଡିଆରେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ପୋଲିସ ଡିଜିଙ୍କ ସହ ପୋଲିସ କମିଶନର ସତ୍ୟଜିତ ମହାନ୍ତି, ଡିସିପି ଅନୁପ ସାହୁ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଅଛନ୍ତି।

   Related Posts