Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ପୋଲିସ ମହାନିର୍ଦ୍ଦେଶକଙ୍କ କନ୍ଧମାଳ ଗସ୍ତ, ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା ବୈଠକ

21/06/2020 at 1:30 PM

କନ୍ଧମାଳ ୨୧।୦୬ : ଦିନିକିଆ  କନ୍ଧମାଳ ଗସ୍ତରେ ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ ଅଭୟ । ଆଜି ଜିଲ୍ଲାର ବିଭିନ୍ନ ଆଇନ ଶୃଙ୍ଖଳା ପରିସ୍ଥିତି ସଂପର୍କରେ ଅନୁଧ୍ୟାନ କରିବା ସହ ଜିଲ୍ଲାର ବରିଷ୍ଠ ପୋଲିସ ଅଧତ୍କାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ଡିଜିପି ଅଭୟ ଫୁଲବାଣୀ ଆଦର୍ଶ ଟାଉନ ଥାନା ବୁଲି ଦେଖବା  ସହ ବାଳନ୍ଦାପଡା ସ୍ଥିତ ପୋଲିସ କ୍ୟାମ୍ପକୁ ଯାଇ ଯବାନ ମାନଙ୍କ ସହ ଆଲୋଚନା କରିଛନ୍ତି । ବିଶେଷ କରି ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି, ମାଓ ଦମନ କାର୍ଯ୍ୟକଳାପ, କରୋନା ମୁକାବିଲା ନେଇ ଚାଲିଥିବା ଲକଡାଉନ୍ ସଂପର୍କରେ ଆଲୋଚନା କରିଛନ୍ତି। 

ସେହିପରି ଡିଜିପ ଗସ୍ତ ଅବସରରେ କନ୍ଧମାଳ ଏସପି ପ୍ରତୀକ ସିଂ, ଆଇ.ଜି ସତ୍ୟବ୍ରତ ଭୋଇଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧତ୍କାରୀ ଉପସ୍ଥିତ ଥିଲେ । ଡିଜିପି ହେଲିକପ୍ଟର ଯୋଗେ ଆସି ଫୁଲବାଣୀ ରିଜର୍ଭ ପୋଲିସ ପଡିଆ ଠାରେ ଓହ୍ଲାଇବା ପରେ ଜିଲ୍ଲା ପୋଲିସ କାର୍ଯ୍ୟାଳୟକୁ  ଆସି ସମୀକ୍ଷା ବୈଠକ କରିଥିଲେ।    

   Related Posts