ଭୁବନେଶ୍ବର ୭/୪: ପୋଲିସ ମହାନିର୍ଦେଶକ ଡଃ ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀ ତୁଷାର ଶର୍ମାଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ ଫୁସଫୁସ୍ ଜନିତ ସମସ୍ୟାରେ ପୀଡ଼ିତ ଥିଲେ। ଦିଲ୍ଲୀ ସ୍ଥିତ ଶ୍ରୀରାମ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ଅସୁସ୍ଥ ପତ୍ନୀଙ୍କ ଦେଖାରଖା ପାଇଁ ଡିଜି ଡଃ ରାଜେନ୍ଦ୍ର ପ୍ରସାଦ ଶର୍ମା କିଛି ଦିନ ଧରି ଛୁଟିରେ ଥିଲେ।
ସୋନପୁର ସମାବେଶ ପରେ ପ୍ରାର୍ଥୀ ଓ କାର୍ଯ୍ୟକର୍ତ୍ତାଙ...