Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ପୋଲିସ ମହାନିର୍ଦେଶକଙ୍କ ପତ୍ନୀ ବିୟୋଗ

7/04/2019 at 10:13 AM

ଭୁବନେଶ୍ବର ୭/୪: ପୋଲିସ ମହାନିର୍ଦେଶକ ଡଃ ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀ ତୁଷାର ଶର୍ମାଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ ଫୁସଫୁସ୍ ଜନିତ ସମସ୍ୟାରେ ପୀଡ଼ିତ ଥିଲେ। ଦିଲ୍ଲୀ ସ୍ଥିତ ଶ୍ରୀରାମ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ଅସୁସ୍ଥ ପତ୍ନୀଙ୍କ ଦେଖାରଖା ପାଇଁ  ଡିଜି ଡଃ ରାଜେନ୍ଦ୍ର ପ୍ରସାଦ ଶର୍ମା କିଛି ଦିନ ଧରି ଛୁଟିରେ ଥିଲେ।

   Related Posts