Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ମାଝୀ ଆହତ

5/09/2019 at 8:46 AM

ଭୁବନେଶ୍ବର ୫।୯: ରାଜଧାନୀରେ ପୁଣି ପୋଲିସର ଏନକାଉଣ୍ଟର । ଗତକାଲି ବିଳମ୍ବିତ ରାତିରେ କଳିଙ୍ଗନଗର ଅଞ୍ଚଳରେ କମିଶନରେଟ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ମାଝୀ ଆହତ ହୋଇଛି । ସୁଶାନ୍ତର ଗୋଡରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ପ୍ରଥମେ ତାକୁ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । 

ରାଜଧାନୀ ସମେତ ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ବିଭିନ୍ନ ଥାନାରେ ସୁଶାନ୍ତ ନାଁରେ ୨୦ରୁ ଅଧିକ ମାମଲା ରହିଛି । ୨୦୧୭ରେ ଟାଙ୍ଗୀ ଅଞ୍ଚଳରେ ଏଟିଏମରେ ଟଙ୍କା ଭର୍ତ୍ତି କରୁଥିବା ଗାଡିରୁ ୬୦ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ସମ୍ପୃକ୍ତ ଥିଲା ସୁଶାନ୍ତ । ଆହତ ସୁଶାନ୍ତ ନିକଟରୁ ଗୋଟିଏ ୯ ଏମଏମ୍  ପିସ୍ତଲ ସହ ୫ ରାଉଣ୍ଡ ଗୁଳି ଜବତ କରାଯାଇଛି ।

   Related Posts