Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ଖୋର୍ଦ୍ଧାରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଜାମସେଦ୍‌ ଖାନ୍‌ ଗୁରୁତର

5/09/2019 at 8:14 AM

ଖୋର୍ଦ୍ଧା ୫।୯: ଖୋର୍ଦ୍ଧା ରାମେଶ୍ବର ନିକଟରେ ପୋଲିସର ଏନ୍‌କାଉଣ୍ଟର । ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଜାମସେଦ୍‌ ଖାନ୍‌ ଗୁରୁତର ହୋଇଛି । ଜାମସେଦ୍‌ର ବାମ ଗୋଡରେ ଗୁଳି ବାଜିଛି । ନିରାକାରପୁର ଓ ଟାଙ୍ଗୀ ପୋଲିସର ମିଳିତ ଭାବେ ଏହି ଏନକାଉଣ୍ଟର କରିଛନ୍ତି ।

ଅପରାଧୀ ଜାମସେଦ୍‌ ନାଁରେ ବିଭିନ୍ନ ଥାନାରେ ବହୁ ଅପରାଧିକ ମାମଲା ରହିଛି । ଖୋର୍ଦ୍ଧା, ପୁରୀ, ନୟାଗଡ ଅଞ୍ଚଳରେ ଅନେକ ମାମଲାରେ ସମ୍ପୃକ୍ତ ଅଛି ଜାମସେଦ୍‌ । ଏନ୍‌କାଉଣ୍ଟର ବେଳେ ପ୍ରଥମେ ପୋଲିସ ଉପରକୁ ବୋମାମାଡ କରିଥିଲା ଜାମସେଦ୍‌ । ଏଥିରେ ୪ ଜଣ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି ।

   Related Posts