Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||

ଇନିସ୍‌ପେକ୍ଟର ବିକ୍ରମ କେଶରୀ ଜେନାଙ୍କୁ ନିଲମ୍ବନ କଲେ ଡିଜିପି

16/11/2019 at 8:00 PM

ଭୁବନେଶ୍ୱର ୧୬।୧୧ – ଇନିସ୍‌ପେକ୍ଟର ବିକ୍ରମକେଶରୀ ଜେନାଙ୍କୁ ପୁଲିସ୍‌ ଡିଜି ବେକେ ଶର୍ମା ନିଲମ୍ବିତ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ଇନିସ୍‌ପେକ୍ଟର ଭାବେ ନିଯୁକ୍ତି ପାଇଥିବା ବିକ୍ରମ କୌଣସି କାରଣ ନ ଦର୍ଶାଇ ଚାକିରି କ୍ଷେତ୍ରରେ ଅନୁପସ୍ଥିତ ଅଛନ୍ତି ।


ତାଙ୍କ ନାମରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଚାଲିଛି । ବାରମ୍ବାର ଚାକିରିରେ ଯୋଗ ଦେବାକୁ ପତ୍ର ଲେଖାଯାଇଥିଲେ ମଧ୍ୟ ସେ ଏହାର କୌଣସି ଜବାବ ଦେଉ ନଥିବା ସୂଚନା ଦିଆଯାଇଛି ।

   Related Posts