Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ପୋଲିସ କର୍ମୀଙ୍କୁ ନିର୍ଦ୍ଧୁମ ଛେଚିବା ଘଟଣା : ନିଆଗଲା କାର୍ଯ୍ୟାନୁଷ୍ଠାନ, ୫ ଜଣ ବନ୍ଧାହେଲେ

3/07/2021 at 1:18 PM

ଜୟପୁର, ୦୩/୦୭: କୋରାପୁଟ ଜିଲ୍ଲା କାକିରିଗୁମା ଥାନା ଓଆଇସିଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ମାଡ ମାରିବା ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ ।

ସୂଚନା ଅନୁସାରେ, ଶୁକ୍ରବାର ସନ୍ଧ୍ୟାରେ କାକିରୁଗୁମା ଥାନା ନିକଟରେ ଗୋଟିଏ ବାଇକ୍‌ ଓ ଟିପର ମଧ୍ୟରେ ଦୁର୍ଘଟଣା ହୋଇଥିଲା । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ବ୍ୟକ୍ତି ଜଣଙ୍କ ହୁଏତ ବଞ୍ଚି ଯାଇ ପାରନ୍ତି ଭାବି ଓଆଇସି ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । କିନ୍ତୁ ପରିବାର ଓ ଗାଁ ଲୋକେ ଆସିବା ପୂର୍ବରୁ ଜାଣିଶୁଣି ରାସ୍ତାରୁ ମୃତ ବ୍ୟକ୍ତିଙ୍କୁ ପୋଲିସ ହଟାଇଦେଇଥିବା ଅଭିଯୋଗ କରି ତାତିଥିଲେ ଗାଁ ଲୋକେ । ପୋଲିସ ସହ ଯୁକ୍ତିତର୍କ କରିବା ସହ ଆକ୍ରମଣ କରିବାକୁ ମଧ୍ୟ ପଛାଇ ନଥିଲେ ।

ଏପରିକି କାକିରିଗୁମା ଥାନା ଓଆଇସି ଉଲ୍ଲାସ ରାଉତ ଏବଂ ତାଙ୍କର ଜଣେ ସହଯୋଗୀ କନଷ୍ଟେବଳଙ୍କୁ ରାସ୍ତାରେ ଗୋଡାଇ ଗୋଡାଇ ଶହଶହ ମହିଳା ଓ ପୁରୁଷ ମାଡ ମାରିଥିଲେ।  ଯାହାର ଭିଜୁଆଲ ଭାଇରାଲ ହୋଇଥିଲା ।

   Related Posts