Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ପୋଲିସ-ମାଓବାଦୀ ଗୁଳିବିନିମୟ, ଯବାନ ଗୁଳିରେ ମହିଳା ମାଓବାଦୀ ନିହତ

12/10/2021 at 10:50 AM

ମାଲକାନଗିରି ୧୨/୧୦: ମାଲକାନଗିରି ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡରେ ପୋଲିସ ଓ ମାଓବାଦୀ ଗୁଳି ବିନିମୟ । ପୋଲିସ ଗୁଳିରେ ଜଣେ ମହିଳା ମାଓବାଦୀର ମୃତ୍ୟୁ ହୋଇଥିବା ସୂଚନା । ସେପଟେ ମାଓବାଦୀଙ୍କ ଗୁଳିରେ ଜଣେ ଏସ୍ ଓଜି ଯବାନ ଆହତ ହୋଇଥିବା ସୂଚନା ରହିଛି ।

ଆହତ ଯବାନଙ୍କୁ ବାୟୁସେନା ହେଲକପ୍ଟର ଯୋଗେ ବିଶାଖାପାଟନମ୍ ସ୍ଥାନାନ୍ତର ପାଇଁ ଚାଲିଛି ଯୋଜନା । ଘଟଣାସ୍ଥଳରେ ଏବେବି ଗୁଳିବିନିମୟ ଜାରି ରହିଛି । ବିଏସ୍ ଏଫ୍ ଯବାନଙ୍କ ସହ ଡିଭିଏଫ୍ ବାହିନୀକୁ ନେଇ ଏନକାଉଣ୍ଟର ସ୍ଥଳକୁ ଯାଇଛନ୍ତି ମାଲକାନଗିରି ଏସ୍ପି ପ୍ରହଲାଦ ମୀନା । ଏବେ ମଧ୍ୟ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

   Related Posts