Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

୬୨ତମ ପୋଲିସ ଶହୀଦ ଦିବସ, ୨୬ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଡିଜିପି

21/10/2021 at 9:35 AM

କଟକ ୨୧।୧୦: ଆଜି ଓଡ଼ିଶା ପୋଲିସ ପାଳନ କରୁଛି ଏହାର ୬୨ ତମ ସହିଦ ଦିବସ। ଏହି ଅବସରରେ ପୋଲିସ ମୁଖ୍ୟାଳୟରେ ଏକ ସ୍ୱତନ୍ତ୍ର ଉତ୍ସବରେ ଆୟୋଜନ ହୋଇଛି ।

ଚଳିତ ବର୍ଷ ସହିଦ ହୋଇଥିବା ୨୬ ଜଣ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି। ଏହି ଉତ୍ସବରେ ପୋଲିସ ଡିଜିଙ୍କ ସହ  କାର୍ଯ୍ୟ ରତ ସମସ୍ତ ବରିଷ୍ଠ ଆଇପିଏସ ଯୋଗ ଦେଇଛନ୍ତି। ପୋଲିସ ବ୍ରାସ ବ୍ୟାଣ୍ଡ ଜରିଆରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବା ସହ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ପୋଲିସ ଡିଜିଙ୍କ ସମେତ ବହୁ ବରିଷ୍ଠ ଆଇପିଏସ ଅଧିକାରୀ ।

   Related Posts