Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଛତିଶଗଡ଼ ଦାନ୍ତେୱାଡାରେ ପୋଲିସ ଲାଲ ବାହିନୀ ମୁହଁମୁହିଁ ; ୭ ମାଓବାଦୀ ନିହତ

19/07/2018 at 5:30 AM

ଛତିଶଗଡ଼ ଦାନ୍ତେୱାଡାରେ ପୋଲିସ ଲାଲ ବାହିନୀ ମୁହଁ ମୁହିଁ ହୋଇଛନ୍ତି | ଏନ୍କାଉଣ୍ଟରରେ ୭ ମାଓବାଦୀ ନିହତ ହୋଇଛନ୍ତି | ଆଜି ଭୋର ୬ଟା ବେଳେ ଛତିଶଗଡ଼ ଦାନ୍ତେୱାଡା ଓ ବିଜେପୁର ଜିଲ୍ଲା ସୀମାନ୍ତ ତିମିନାର ଓ ପୁସନାଡ଼ ଗାଁ ନିକଟ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ | ନିହତ ମାଓବାଦୀଙ୍କ ମଧ୍ୟରେ ୩ ଜଣ ମହିଳା ମାଓବାଦୀ ଥିଲେ | ମୃତକଙ୍କ ଠାରୁ ୨ଟି ରାଇଫଲ ଜବତ କରିଛି ଏସଟିଏଫ | ଡ଼ିଆଇଜି ଏବଂ ଏସଟିଏଫର କମ୍ବିଙ୍ଗ ଅପରେସନ ଜାରି ରହିଛି |

   Related Posts