Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଭିଜିଲାନ୍ସ ଜାଲରେ ପୋଲିସ୍‌ ବାବୁ…

11/06/2020 at 5:39 PM

ଖୋର୍ଦ୍ଧା୧୧/୬: ଭିଜିଲାନ୍ସ ହାତରେ ହାତରେ ଧରା ପଡିଲେ ପୋଲିସ ଆସିଷ୍ଟାଣ୍ଟ୍‌ ସବ୍‌ ଇନ୍ସପେକ୍ଟର। ସେ ହେଲେ ଖୋର୍ଦ୍ଧା ଜିଲ୍ଲା ଧଳା ପଥର ଫାଣ୍ଡି ଅଧିକାରୀ ଅଶୋକ ପଣ୍ଡା। ସେ ସନ୍ତୋଷ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ଜାଗା ମାମଲାରେ ଦଫା କୋହଳ କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ବିଭାଗ ଖବର ପାଇ ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରି ଘଟଣାର ତଦନ୍ତ କରୁଛନ୍ତି ଭିଜିଲାନ୍ସ । ଗିରଫ ଫାଣ୍ଡି ଅଧିକାରୀଙ୍କ ପୈତୃକ ବାସଭବନ ବାଣପୁରରେ ଭିଜିଲାନ୍ସ ବିଭାଗ ଚଢ଼ାଉ ଜାରି ରଖିଛି।

   Related Posts